ଆପଣ ମାନେ ଓଡିଆ ଟିଭି ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ ଅଭିନେତ୍ରୀ ମାନଙ୍କୁ ନିଶ୍ଚୟ ଦେଖିଥିବେ । ଏହି ଅଭିନେତ୍ରୀ ମାନେ ନିଜ ପର୍ଶନାଲ ଲାଇଫ ଓ ନିଜ ଅଭିନୟ ପାଇଁ ସୋସିଆଲ ମିଡିଆରେ ବହୁତ ଚର୍ଚାରେ ରୁହନ୍ତି ।
ବନ୍ଧୁଗଣ ଏହା ସହିତ ଏହି ଅଭିନେତ୍ରୀ ମାନେ ନିଜ ବିବାହ ଓ ନିଜ ଲଭ ଅଫେୟାର ପାଇଁ ମଧ୍ୟ ସୋସିଆଲ ମିଡିଆରେ ବହୁତ ଚର୍ଚାରେ ରୁହନ୍ତି । ବନ୍ଧୁଗଣ ଆଜି ଆମେ ଆପଣ ମାନଙ୍କୁ ଯେଉଁ ଓଡିଆ ଅଭିନେତ୍ରୀଙ୍କ ବିଷୟରେ କହିବାକୁ ଯାଉଛୁ ସେ ଆମ ଓଡିଆ ଟିଭି ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧି ହାସଲ କରିଛନ୍ତି । ବନ୍ଧୁଗଣ ଏହି ଅଭିନେତ୍ରୀ ଜଣକ ଆଉ କେହି ନୁହନ୍ତି ସେ ହେଉଛନ୍ତି ଜାଙ୍କଲିନ । ଆପଣ ମାନେ ସମସ୍ତେ ଅନେକ ଓଡିଆ ଧାରାବାହିକରେ ଜାଙ୍କଲିନଙ୍କୁ ନିଶ୍ଚୟ ଦେଖିଥିବେ ।

ଜାଙ୍କଲିନ ନିଜ ସୁନ୍ଦର ଅଭିନୟ ଓ ନିଜ ସୁନ୍ଦରତା ପାଇଁ ବହୁତ ଲୋକପ୍ରିୟତା ହାସଲ କରିଛନ୍ତି । ସେ ନିଜ ପର୍ଶନାଲ ଲାଇଫ ପାଇଁ ସୋସିଆଲ ମିଡିଆରେ ବହୁତ ଚର୍ଚାରେ ରୁହନ୍ତି । ବନ୍ଧୁଗଣ ଆପଣ ମାନେ ତ ଏହା ନିଶ୍ଚୟ ଜାଣିଥିବେ ଯେ, ଗତ କିଛି ଦିନ ତଳେ ଜାଙ୍କଲିନ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ । ଓଡିଆ ଅଭିନେତ୍ରୀ ଜାଙ୍କଲିନ ଗତ କିଛି ଦିନ ତଳେ ଅରବିନ୍ଦଙ୍କ ସହ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ । ତାଙ୍କ ବିବାହ ଫଟୋ ଓ ଭିଡିଓ ସୋସିଆଲ ମିଡିଆରେ ବହୁତ ଭାଇରାଲ ହୋଇଥିଲା ।

ଗତ କିଛି ସମୟ ହେବ ଜାଙ୍କଲିନ ପୁଣି ଚର୍ଚାରେ ଅଛନ୍ତି । ଜାଙ୍କଲିନ ନିଜ ଶାଶୁ ଘରେ ଏକ ଭିଡିଓ କରି ସୋସିଆଲ ମିଡିଆରେ ସେୟାର କରିଛନ୍ତି ଓ ଏହି ଭିଡିଓଟି ବହୁତ ମାତ୍ରାରେ ଭାଇରାଲ ହେଉଛି ।

ବନ୍ଧୁଗଣ ଏହି ଭିଡିଓରେ ଜାଙ୍କଲିନଙ୍କ ସ୍ଵାମୀ ଅରବିନ୍ଦ ନିଜ ଭଉଣୀଙ୍କ ସହ ଝ-ଗ-ଡା କରୁଥିବାର ନଜର ଆସୁଛନ୍ତି । ହେଲେ ଏହା ଏକ ମଜାମସ୍ତିର ଝ-ଗ-ଡା ହୋଇଥିବାରୁ ଲୋକମାନେ ଏହାକୁ ବହୁତ ଉପଭୋଗ କରୁଛନ୍ତି । ଭିଡିଓରେ ଅରବିନ୍ଦଙ୍କୁ ତାଙ୍କ ଭଉଣୀ ମଜାରେ ପି-ଟୁ ଥିବାର ନଜର ଆସୁଛନ୍ତି । ଏହି ଭିଡିଓଟି ସୋସିଆଲ ମିଡିଆରେ ବହୁତ ଅଧିକ ଭାଇରାଲ ହେଉଛି ଓ ଲୋକମାନେ ଏହି ଭିଡିଓକୁ ଦେଖି ଭିନ୍ନ ଭିନ୍ନ ପ୍ରତିକ୍ରିୟା ଦେଉଛନ୍ତି ।
ତା ହେଲେ ବନ୍ଧୁଗଣ ଆପଣ ମାନଙ୍କୁ ଏହି ଭିଡିଓର ଦୃଶ୍ୟ କିପରି ଲାଗିଲା ଆମକୁ କମେଣ୍ଟ କରି ନିଶ୍ଚୟ ଜଣେଇବେ ଓ ଯଦି ଆପଣ ମାନଙ୍କୁ ଓଡିଆ ଅଭିନେତ୍ରୀ ଜାଙ୍କଲିନ ଭଲ ଲାଗନ୍ତି ତା ହେଲେ ଆମ ପୋଷ୍ଟକୁ ସେୟାର କରିବାକୁ ଭୁଲିବେ ନାହିଁ, ଆପଣଙ୍କୁ ଆମର ଏହି ପୋସ୍ଟ ଟି ଭଲ ଲାଗିଥିଲେ ନିଜ ସାଙ୍ଗ ମାନଙ୍କ ସହ ଏହାକୁ ଶେୟାର କରନ୍ତୁ ଓ ଆଗକୁ ଓଲିଉଡ ବିଷୟରେ ଅଧିକ କିଛି ଜାଣିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ । ଧନ୍ୟବାଦ

