ଓଡିଶାର ଏହି ଲୋକପ୍ରିୟ ହିରୋଇନ ମାନଙ୍କର ହେଇ ସାରିଛି ଡିଭୋର୍ସ, 4 ନମ୍ବର ଙ୍କ ନାଁ ଶୁଣିଲେ ବିଶ୍ୱାସ କରିପାରିବେ ନାହିଁ

ବନ୍ଧୁଗଣ ଆପଣ ସମସ୍ତେ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିର ସମସ୍ତ ଅଭିନେତ୍ରୀ ମାନଙ୍କୁ ନିଶ୍ଚୟ ଦେଖିଥିବେ । ଏମାନେ ନିଜ ପର୍ଶନାଲ ଲାଇଫ ଓ ନିଜ ଅଭିନୟ ପାଇଁ ସୋସିଆଲ ମିଡିଆରେ ବହୁତ ଚର୍ଚାରେ ରୁହନ୍ତି ।

ଏହା ସହିତ ଏହି ଅଭିନେତ୍ରୀ ମାନେ ନିଜ ବିବାହ ଓ ନିଜ ଲଭ ଅଫେୟାର ପାଇଁ ମଧ୍ୟ ସୋସିଆଲ ମିଡିଆରେ ବହୁତ ଚର୍ଚାରେ ରୁହନ୍ତି । ଆଜିଆମେ ଆପଣ ମାନଙ୍କୁ ଏପରି କିଛି ଓଲିଉଡ ଅଭିନେତ୍ରୀଙ୍କ ବିଷୟରେ କହିବାକୁ ଯାଉଛୁ ଯେଉଁ ମାନଙ୍କର ଛାଡପତ୍ର ହୋଇଯାଇଛି । ଏହି ଅଭିନେତ୍ରୀ ମାନେ ଓଲିଉଡ ଇଣ୍ଡଷ୍ଟ୍ରିରେ ଅନେକ ସୁପର ହିଟ ଫିଲ୍ମ କରି ସଫଳତା ହାସଲ କରିଛନ୍ତି । ଏହା ବ୍ୟତୀତ ଏହି ଅଭିନେତ୍ରୀ ମାନଙ୍କର ଲୋକପ୍ରିୟତା ମଧ୍ୟ ବହୁତ ଅଧିକ ରହିଛି । ତା ହେଲେ ବନ୍ଧୁଗଣ ଆସନ୍ତୁ ଜାଣିବା ଏହି ଅଭିନେତ୍ରୀ ମାନଙ୍କ ବିଷୟରେ ।

କୋଏଲ ବାନାର୍ଜୀ- ବନ୍ଧୁଗଣ ଆମ ଲିଷ୍ଟର ପ୍ରଥମ ସ୍ଥାନରେ ଅଛନ୍ତି ଓଡିଆ ଇଣ୍ଡଷ୍ଟ୍ରିର ଫେମସ ଅଭିନେତ୍ରୀ କୋଏଲ ବାନାର୍ଜୀ । ଆପଣ ମାନେ ସମସ୍ତେ କୋଏଲଙ୍କୁ ଅନେକ ସୁପର ହିଟ ଫିଲ୍ମରେ ନିଶ୍ଚୟ ଦେଖିଥିବେ । କୋଏଲ ୨୦୧୨ ମସିହାରେ ଓଡିଆ ଅଭିନେତା ବବି ମିଶ୍ରଙ୍କୁ ପ୍ରେମ ବିବାହ କରିଥିଲେ । ହେଲେ କିଛି ବର୍ଷ ପରେ ଏହି ଦୁଇଜଣଙ୍କ ମଧ୍ୟରେ କିଛି ବାଦବିବାଦ ହେବା କାରଣରୁ ୨୦୨୧ ମସିହାରେ ଏହି ଦୁଇଜଣଙ୍କ ମଧ୍ୟରେ ତଲାକ ହୋଇଯାଇଥିଲା ।

ଅନୁ ଚୌଧୁରୀ- ବନ୍ଧୁଗଣ ଆମ ଲିଷ୍ଟର ଦ୍ଵିତୀୟ ସ୍ଥାନରେ ଅଛନ୍ତି ଓଲିଉଡ ଇଣ୍ଡଷ୍ଟ୍ରିରେ ଫେମସ ଅଭିନେତ୍ରୀ ଅନୁ ଚୌଧୁରୀ । ଅନୁ ଚୌଧୁରୀ ନିଜ ଜବରଦସ୍ତ ଅଭିନୟ ଓ ନିଜ ସୁନ୍ଦରତା ଦ୍ଵାରା ବହୁତ ଲୋକପ୍ରିୟତା ହାସଲ କରିଛନ୍ତି । ସେ ୨୦୦୬ ମସିହାରେ ସନ୍ଦିପ ମିଶ୍ରଙ୍କୁ ବିବାହ କରିଥିଲେ ହେଲେ କିଛି ବିବାଦ ହେତୁ ଏହି ଦୁଇଜଣଙ୍କ ସମ୍ପର୍କ ଭାଙ୍ଗି ଯାଇଥିଲା ଓ ୨୦୧୨ ମସିହାରେ ଏହି ଦୁଇଜଣଙ୍କ ମାଧରେ ତଲାକ ହୋଇଥିଲା ।

ରଚନା ବାନାର୍ଜୀ- ବନ୍ଧୁଗଣ ଆମ ଲିଷ୍ଟର ତୃତୀୟ ସ୍ଥାନରେ ଅଛନ୍ତି ଓଡିଆ ଅଭିନେତ୍ରୀ ରଚନା ବାନାର୍ଜୀ । ଗୋଟେ ସମୟରେ ରଚନା ଓ ଓଡିଆ ଅଭିନେତା ସିଦ୍ଧାନ୍ତ ମହାପାତ୍ର ବହୁତ ଚର୍ଚାରେ ରହୁଥିଲେ । ଏହି ଦୁଇଜଣଙ୍କ ଯୋଡିକୁ ଲୋକମାନେ ବହୁତ ପସନ୍ଦ କରୁଥିଲେ ଓ ଏହି ଦୁଇଜଣ ପରସ୍ପର ସହ ୨୦୦୩ ମସିହାରେ ପ୍ରେମ ବିବାହ କରିଥିଲେ । ହେଲେ ଗୋଟେ ବର୍ଷ ପରେ ଅର୍ଥାତ ୨୦୦୪ ମସିହାରେ ଏହି ଦୁଇଜଣଙ୍କର ତଲାକ ହୋଇଯାଇଥିଲା ।

ଉସଶ୍ରୀମିଶ୍ର- ବନ୍ଧୁଗଣ ଆମ ଲିଷ୍ଟର ଚତୁର୍ଥ ସ୍ଥାନରେ ଅଛନ୍ତି ଓଡିଆ ଅଭିନେତ୍ରୀ ଉସଶ୍ରୀମିଶ୍ର । ଉସଶ୍ରୀ ଓଡିଆ ଇଣ୍ଡଷ୍ଟ୍ରିକୁ ଅନେକ ସୁପର ହିଟ ଫିଲ୍ମ ଦେଇଛନ୍ତି । ଉସଶ୍ରୀ୨୦୦୯ ମସିହାରେ ରତନ ଲକ୍ଷ୍ମଣିଙ୍କୁ ବିବାହ କରିଥିଲେ ଏବଂ ୨୦୧୯ ମସିହାରେ ତାଙ୍କର ତଲାକ ହୋଇଯାଇଥିଲା ।


ବର୍ଷା ପ୍ରିୟଦର୍ଶନୀ- ବନ୍ଧୁଗଣ ଆମ ଲିଷ୍ଟର ଶେଷ ସ୍ଥାନରେ ଅଛନ୍ତି ଓଡିଆ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀ । ବର୍ଷା ଓଡିଆ ଅଭିନେତା ଅନୁଭବ ମହାନ୍ତିଙ୍କ ସହ ୨୦୧୪ ମସିହାରେ ପ୍ରେମ ବିବାହ କରିଥିଲେ । ହେଲେ କିଛି ବିବାଦ ହେତୁ ଏହି ଦୁଇଜଣଙ୍କ ମଧ୍ୟରେ ୨୦୨୦ ମସିହାରେ ତଲାକ ହୋଇଥିଲା ।

ଆପଣଙ୍କୁ ଆମର ଏହି ପୋସ୍ଟ ଟି ଭଲ ଲାଗିଥିଲେ ନିଜ ସାଙ୍ଗ ମାନଙ୍କ ସହ ଏହାକୁ ଶେୟାର କରନ୍ତୁ ଓ ଆଗକୁ ଓଲିଉଡ ବିଷୟରେ ଅଧିକ କିଛି ଜାଣିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ । ଧନ୍ୟବାଦ

Leave a Reply

Your email address will not be published. Required fields are marked *