ବନ୍ଧୁଗଣ ଆପଣ ମାନେ ସମସ୍ତେ ଆମ ଓଲିଉଡ ଫିଲ୍ମ ଇଣ୍ଡଷ୍ଟ୍ରିରେ ଅଭିନୟ କରୁଥିବା ସମସ୍ତ କଳାକାର ମାନଙ୍କୁ ବେସ ଭଲ ଭାବରେ ଜାଣିଥିବେ । ଏହି କଳାକାର ମାନେ ନିଜ ଅଭିନୟ ଓ ନିଜ ପର୍ଶନାଲ ଲୁକ୍ ପାଇଁ ସବୁବେଳେ ଚର୍ଚାରେ ରୁହନ୍ତି । ବନ୍ଧୁଗଣ ଆଜି ଆମେ ଆପଣ ମାନଙ୍କୁ ଏକ ଏପରି ଓଡିଆ କଳାକାରଙ୍କ ବିଷୟରେ କହିବାକୁ ଯାଉଛୁ ଯିଏ ଆମ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରସିଦ୍ଧି ହାସଲ କରିଛନ୍ତି । ବନ୍ଧୁଗଣ ଏହି ଅଭିନେତା ଜଣକ ଆଉ କେହି ନୁହେଁ ଏ ହେଉଛନ୍ତି ହରିହର ମହାପାତ୍ର ।

ଆପଣ ମାନେ ସମସ୍ତେ ହରିହରଙ୍କୁ ଅନେକ ସୁପର ହିଟ ଫିଲ୍ମରେ ନିଶ୍ଚୟ ଦେଖିଥିବେ । ହରିହର ହେଉଛନ୍ତି ଏକ ହାସ୍ୟ ଅଭିନେତା । ସେ ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ କାମ କରି ସଫଳତା ହାସଲ କରିଛନ୍ତି । ହରିହରଙ୍କ ଲୋକପ୍ରିୟତା ମଧ୍ୟ ବହୁତ ଅଧିକ ରହିଛି । ତାଙ୍କ ଅଭିନୟ ଓ କମେଡିକୁ ଦେଖିବା ପାଇଁ ଲୋକମାନେ ବହୁତ ପସନ୍ଦ କରନ୍ତି । ହେଲେ ବନ୍ଧୁଗଣ ଆପଣ ମାନେ କଣ ତାଙ୍କ ପରିବାର ଓ ତାଙ୍କ ଜୀବନୀ ବିଷୟରେ ଜାଣିଛନ୍ତି ।

ଆଜି ଆମେ ଆପଣ ମାନଙ୍କୁ ହରିହର ମହାପାତ୍ରଙ୍କ ଜୀବନୀ ଓ ତାଙ୍କ ପରିବାର ବିଷୟରେ କହିବାକୁ ଯାଉଛୁ ଯାହା ବିଷୟରେ ବହୁତ କମ ଲୋକ ଜାଣିଛନ୍ତି । ତା ହେଲେ ବନ୍ଧୁଗଣ ଆସନ୍ତୁ ଜାଣିବା ଏହା ବିଷୟରେ । ଓଡିଆ ହାସ୍ୟ ଅଭିନେତା ହରିହର ମହାପାତ୍ରଙ୍କ ଜନ୍ମ ୨୩ ଡିସେମ୍ବର ୧୯୭୫ ମସିହାରେ ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀରେ ହୋଇଥିଲା । ପିଲା ଦିନରୁ ହରିହରଙ୍କୁ ଅଭିନୟରେ ରୁଚି ଥିଲା । ସେ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ ଶିକ୍ଷା ଗ୍ରହଣ କରିଥିଲେ । ହରିହର ଏକ ଅଭିନେତା ହେବା ସହ ଏକ ରାଜନୀତିଜ୍ଞ ମଧ୍ୟ ଅଟନ୍ତି ।

ସେ ବିଜେପି ଦଳରେ ନେତା ଅଛନ୍ତି । ସେ ଇଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ କାମ କରି ସୁନାମ ଅର୍ଜନ କରିଛନ୍ତି । ଓଡିଆ ଇଣ୍ଡଷ୍ଟ୍ରିରେ ଅନେକ ଦିଗଜ କଳାକାରଙ୍କ ସହ ସେ କାମ କରିଛନ୍ତି । ବନ୍ଧୁଗଣ ତାଙ୍କୁ ତାଙ୍କର ଅଭିନୟ ପାଇଁ କେତେକ ଆୱାର୍ଡରେ ସମ୍ମାନିତ ମଧ୍ୟ କରାଯାଇଛି ।
ହରିହରଙ୍କ ପତ୍ନୀଙ୍କ ନାମ ହେଉଛି ମୋନାଲିସା ମହାପାତ୍ର । ଏହି ଦୁଇଜଣଙ୍କର ଏକ ଝିଅ ଅଛି । ହରିହର ନିଜ ଝିଅକୁ ବହୁତ ଅଧିକ ଭଲ ପାନ୍ତି । ଓଡିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ତାଙ୍କର ବହୁତ ବଡ ଅବଦାନ ରହିଛି । ତା ହେଲେ ବନ୍ଧୁଗଣ ଆପଣ ମାନଙ୍କୁ ଓଡିଆ ଅଭିନେତା ହରିହର ମହାପାତ୍ର କିପରି ଲାଗନ୍ତି ଆମକୁ କମେଣ୍ଟ କରି ନିଶ୍ଚୟ ଜଣାଇବେ, ଆପଣଙ୍କୁ ଆମର ଏହି ପୋସ୍ଟ ଟି ଭଲ ଲାଗିଥିଲେ ନିଜ ସାଙ୍ଗ ମାନଙ୍କ ସହ ଏହାକୁ ଶେୟାର କରନ୍ତୁ ଓ ଆଗକୁ ଓଲିଉଡ ବିଷୟରେ ଅଧିକ କିଛି ଜାଣିବା ପାଇଁ ଆମ ପେଜକୁ ଲାଇକ କରନ୍ତୁ । ଧନ୍ୟବାଦ

