ଆଜି ଭୟଙ୍କର ଶସ୍ତା ହେଲା ସୁନା, ଭାଙ୍ଗିଲା ସବୁ ରେକର୍ଡ, ଜାଣନ୍ତୁ କଣ ରହିଛି ଆଜିର 22 କ୍ୟାରେଟ ଓ 24 କ୍ୟାରେଟ Gold Rate

ସୁନାର ଦାମ ଆକାଶ ଛୁଆଁ ହୋଇଥିଲା । ବର୍ତ୍ତମାନ ଯେହେତୁ ଏବେ ସବୁ ଧୀରେ ଧୀରେ ସ୍ଵାଭାବିକ ହେଉଛି ଓ କରୋନା ଟୀକା ମାରକେଟ କୁ ଆସି ଯାଇଛି ତେଣୁ ଡଲାର ର ମୂଲ୍ୟ ମଧ୍ୟ ଧୀରେ ଧୀରେ ସବୁ ବଢିବାକୁ ଲାଗିଛି । ତେଣୁ ସୁନାର ଦାମ ରେ କ୍ରମାଗତ ଭାବେ ଉତ୍ଥାନ ପତ୍ତନ ଲାଗି ରହିଛି । ତେଣୁ ଆଜି ଆମେ ଆପଣଙ୍କୁ ଆଜିର ସୁନା ର ଦାମ କଣ ରହିଛି ସେହି ବିଷୟରେ କହିବାକୁ ଯାଉଛୁ । ଆଜି ଆମେ ଆପଣଙ୍କୁ ଆଜି ମାନେ ୨ ମାର୍ଚ୍ଚ ର ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନାର ମୂଲ୍ୟ କେତେ ରହିଛି ତାହା ବିଷୟରେ ଆମେ ଆପଣଙ୍କୁ କହିବୁ । ଏହା ସହିତ କାଲି ସୁନା ର ଦାମ କେତେ ଥିଲା ତାହା ମଧ୍ୟ କହିବୁ । ବର୍ତ୍ତମାନ ଆସନ୍ତୁ ଜାଣିବା ।

୨୨ କ୍ୟାରେଟ ସୁନାର ଦାମ- ଆଜି ଭୁବନେଶ୍ଵର ବଜାରରେ ୨୨ କ୍ୟାରେଟ ସୁନାର ଦାମ ୧ ଗ୍ରାମ ପ୍ରତି ୯୫ ଟଙ୍କା ହ୍ରାସ ପାଇ ୪,୨୧୦ ଟଙ୍କାରେ ପହଞ୍ଚିଛି ଯାହା ଗତକାଲି ୪,୩୦୫ ଟଙ୍କା ଥିଲା ।

ସେଇଠି ୨୨ କ୍ୟାରେଟ ସୁନା ୮ ଗ୍ରାମ ପ୍ରତି ୭୬୦ ଟଙ୍କା ହ୍ରାସ ପାଇ ୩୩,୬୮୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୩୪,୪୪୦ ଟଙ୍କା ଥିଲା ।

ଆଜି ୨୨ କ୍ୟାରେଟ ସୁନା ୧୦ ଗ୍ରାମକୁ ୯୫୦ ଟଙ୍କା ହ୍ରାସ ପାଇଁ ୪୨,୧୦୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୪୩,୦୫୦ ଟଙ୍କା ଥିଲା ।

୧ କିଲୋ ପ୍ରତି ୨୨ କ୍ୟାରେଟ ସୁନା ୯,୫୦୦ ଟଙ୍କା ହ୍ରାସ ପାଇ ୪,୨୧,୦୦୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୪,୩୦,୫୦୦ ଟଙ୍କା ଥିଲା ।

୨୪ କ୍ୟାରେଟ ସୁନାର ଦାମ

ଆଜି ଭୁବନେଶ୍ବର ବଜାରରେ ୨୪ କ୍ୟାରେଟ ସୁନାର ଦାମ ୧ ଗ୍ରାମ ପ୍ରତି ୧୦୪ ଟଙ୍କା ହ୍ରାସ ପାଇ ୪,୫୯୩ ଟଙ୍କା ରେ ପହଞ୍ଚିଛି, ଯାହା ଗତକାଲି ୪,୬୯୭ ଟଙ୍କା ଥିଲା ।

ସେହିପରି ୨୪ କ୍ୟାରେଟ ସୁନା ୮ ଗ୍ରାମ ପ୍ରତି ୮୩୨ ଟଙ୍କା ହ୍ରାସ ପାଇ ୩୬,୭୪୪ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୩୭,୫୭୬ ଟଙ୍କା ଥିଲା ।

ଆଜି ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୧୦୪୦ ଟଙ୍କା ହ୍ରାସ ପାଇ ୪୫,୯୩୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୪୬,୯୭୦ ଟଙ୍କା ଥିଲା ।

ଆଜି ୧ କିଲୋ ପ୍ରତି ୨୪ କ୍ୟାରେଟ ସୁନା  ୧୦,୪୦୦ ଟଙ୍କା ହ୍ରାସ ପାଇ ୪,୫୯,୩୦୦ ଟଙ୍କାରେ ପହଞ୍ଚିଛି, ଯାହା ଗତକାଲି ୪,୬୯,୭୦୦ ଟଙ୍କା ଥିଲା ।

ମୁମ୍ବାଇରେ ୨୨ କ୍ୟାରେଟ୍‌ ସୁନାର ଦାମ୍ ୧୦ ଗ୍ରାମ ପ୍ରତି ୪୪,୯୫୦ ଟଙ୍କା ରହିଛି ଓ ୨୪ କ୍ୟାରେଟ୍‌ ସୁନାର ଦାମ୍ ୧୦ ଗ୍ରାମ ପ୍ରତି ୪୫,୯୫୦ ଟଙ୍କା ରହିଛି ।

ସେହିପରି ରାଜଧାନୀ ଦିଲ୍ଲୀରେ ୨୨ କ୍ୟାରେଟ୍‌ ସୁନାର ଦାମ୍ ୧୦ ଗ୍ରାମ ପ୍ରତି ୪୫,୨୧୦ ଟଙ୍କା ରହିଛି ଓ ୨୪ କ୍ୟାରେଟ୍‌ ସୁନାର ଦାମ୍ ୧୦ ଗ୍ରାମ ପ୍ରତି ୪୯,୩୧୦ ଟଙ୍କା ରହିଛି ।

ଦେଶ ବିଦେଶର ସମସ୍ତ ଖବର ସହ ଅପଡେଟ ରହିବା ପାଇଁ ଆମ ପେଜକୁ ଲାଇକ କରି ଆମ ସହିତ ଯୋଡି ହୁଅନ୍ତୁ । ଧନ୍ୟବାଦ

Leave a Reply

Your email address will not be published. Required fields are marked *